2 Samuel 22:24 — Compare Translations

5 translations compared side by side

Odia - 1840
"ମୁ ତାଙ୍କ ସମ୍ମକ୍ସ୍ଟଖ ରେ ନିଜକକ୍ସ୍ଟ ଶକ୍ସ୍ଟଦ୍ଧ ଓ ନିର୍ମଳ ରେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାଙ୍କ ସମ୍ମୁଖରେ ନିଜକୁ ଶୁଦ୍ଧ ଓ ନିର୍ମଳ ରଖେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।