2 Samuel 22:25 — Compare Translations

5 translations compared side by side

Odia - 1840
"ତେଣୁ ମାରେ ସଦାପ୍ରଭୁ ମାେତେ ପକ୍ସ୍ଟରସ୍କୃତ କଲେ, କାରଣ ମୁ ତାଙ୍କ ଦୃଷ୍ଟି ରେ ସରଳ ତଥା ନିରପରାଧ ଅଟେ। ମୁ କିଛି ଭୂଲ୍ କରି ନାହିଁ। ତେଣୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ଶୌଚାନୁସାରେ ମୋତେ ଫଳ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋର ସଦାପ୍ରଭୁ ମୋତେ ପୁରସ୍କୃତ କଲେ, କାରଣ ମୁଁ ତାଙ୍କ ଦୃଷ୍ଟିରେ ସରଳ ତଥା ନିରପରାଧ ଅଟେ। ମୁଁ କିଛି ଭୁଲ୍ କରି ନାହିଁ। ତେଣୁ ସେ ମୋ’ ପାଇଁ ନିଶ୍ଚୟ ମଙ୍ଗଳ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।