2 Samuel 22:27 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମହାନ୍ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦଯର ତୁମ୍ଭେ ସହେିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦକ୍ସ୍ଟଷ୍ଟ ଲୋକମାନଙ୍କ ଅପେକ୍ଷା ଅଧିକ ଚତକ୍ସ୍ଟର ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମହାନ ଓ ଯେଉଁମାନେ ଉତ୍ତମ ତଥା ନିର୍ମଳ ହୃଦୟର ତୁମ୍ଭେ ସେହିମାନଙ୍କ ପାଇଁ ପବିତ୍ର ଅଟ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।
Odia IRV 2017 (ଓଡିଆ ବାଇବେଲ)
ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।