2 Samuel 22:28 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଦକ୍ସ୍ଟଃଖୀ ଲୋକମାନଙ୍କୁ ସାହାୟ୍ଯ କର କିନ୍ତୁ ଗର୍ବୀ ଓ ଅହଂକାରୀର ଦର୍ପକକ୍ସ୍ଟ ଚକ୍ସ୍ଟର୍ଣ୍ଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କରିବ; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାଯ୍ୟ କର କିନ୍ତୁ ଗର୍ବୀ ଓ ଅହଂକାରୀର ଦର୍ପକୁ ଚୂର୍ଣ୍ଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।