2 Samuel 22:29 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାରେ ପ୍ରଦୀପ। ମାରେ ଅନ୍ଧକାରକକ୍ସ୍ଟ ଆଲୋକମଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରଦୀପ। ମୋର ଅନ୍ଧକାରକୁ ଆଲୋକମୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।