2 Samuel 22:3 — Compare Translations

5 translations compared side by side

Odia - 1840
"ସେ ମାରେ ପରମେଶ୍ବର, ଶୈଳସ୍ବରୂପ, ମୁ ତାଙ୍କ ପାଖକକ୍ସ୍ଟ ଆଶ୍ରଯ ପାଇଁ ଦୌଡିବି, ପରମେଶ୍ବର ମାରେ ଢାଲ, ତାଙ୍କର ଶକ୍ତି ମାେତେ ରକ୍ଷା କରିବ। ସଦାପ୍ରଭୁ ହେଉଛନ୍ତି ମାରେଆଶ୍ରଯ ସ୍ଥାନ, ମାରେନିରାପଦ ସ୍ଥାନ, ଉଚ୍ଚ ଦକ୍ସ୍ଟର୍ଗ, ସେ ମାେତେ ଦକ୍ସ୍ଟଷ୍ଟମାନଙ୍କର ଦୌରାତ୍ମରକ୍ସ୍ଟ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଶୈଳ ସ୍ଵରୂପ ପରମେଶ୍ଵର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି । ମୋହର ଢାଲ ଓ ମୋହର ପରିତ୍ରାଣ ସ୍ଵରୂପ ଶୃଙ୍ଗ⇧, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋର ପରମେଶ୍ୱର, ଶୈଳସ୍ୱରୂପ, ମୁଁ ତାଙ୍କ ପାଖକୁ ଆଶ୍ରୟ ପାଇଁ ଦୌଡ଼ିବି, ପରମେଶ୍ୱର ମୋର ଢାଲ, ତାଙ୍କର ଶକ୍ତି ମୋତେ ରକ୍ଷା କରିବ। ସଦାପ୍ରଭୁ ହେଉଛନ୍ତି ମୋର ଆଶ୍ରୟ ସ୍ଥାନ, ମୋର ନିରାପଦ ସ୍ଥାନ, ଉଚ୍ଚ ଦୁର୍ଗ, ସେ ମୋତେ ଦୁଷ୍ଟମାନଙ୍କର ଦୌରାତ୍ମ୍ୟରୁ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।
Odia IRV 2017 (ଓଡିଆ ବାଇବେଲ)
ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।