2 Samuel 22:30 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର ସାହାୟ୍ଯ ରେ ମୁ ସୈନ୍ଯମାନଙ୍କ ସହିତ ଲଢିପା ରେ। ପରମେଶ୍ବରଙ୍କ ସାହାୟ୍ଯ ରେ ମୁ ଶତୃର ପ୍ରାଚୀରକକ୍ସ୍ଟ ଚଢିୟାଇପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ତୁମ୍ଭ ଦ୍ଵାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ଵରଙ୍କ ଦ୍ଵାରା ପାଚେରୀ ଡିଏଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ସାହାଯ୍ୟରେ ମୁଁ ସୈନ୍ୟମାନଙ୍କ ସହିତ ଲଢ଼ିପାରେ। ପରମେଶ୍ୱରଙ୍କ ସାହାଯ୍ୟରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିଯାଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।