2 Samuel 22:31 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଶକ୍ତି ଅତକ୍ସ୍ଟଳନୀଯ। ସଦାପ୍ରଭୁଙ୍କ ବାକ୍ଯ ସକ୍ସ୍ଟପରୀକ୍ଷିତ, ସେ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପରମେଶ୍ଵର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଶକ୍ତି ଅତୁଳନୀୟ। ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ, ସେ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।
Odia IRV 2017 (ଓଡିଆ ବାଇବେଲ)
ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।