2 Samuel 22:32 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ବ୍ଯତୀତ ଅନ୍ୟ ପରମେଶ୍ବର ନାହାଁନ୍ତି? ଆମ୍ଭମାନଙ୍କ ପରମେଶ୍ବରଙ୍କ ବ୍ଯତୀତ ଅନ୍ୟ ଶୈଳ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ଵର? ଆମ୍ଭମାନଙ୍କ ପରମେଶ୍ଵରଙ୍କ ଛଡ଼ା ଆଉ କିଏ ଶୈଳ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟତୀତ ଅନ୍ୟ ଶୈଳ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ?