2 Samuel 22:33 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାରେ ଦୃଢ ଦୂର୍ଗ। ସେ ପବିତ୍ର ଲୋକମାନଙ୍କୁ ଠିକ୍ ଭାବରେ ଜୀବନ ଧାରଣ କରିବା ରେ ସାହାୟ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକକୁ ଆପଣା ପଥରେ କଢ଼ାଇ ନିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋର ଦୃଢ଼ ଦୁର୍ଗ। ସେ ପବିତ୍ର ଲୋକମାନଙ୍କୁ ଠିକ୍ ଭାବରେ ଜୀବନ ଧାରଣ କରିବାରେ ସାହାଯ୍ୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।