2 Samuel 22:34 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାେତେ ହରିଣୀଠାରକ୍ସ୍ଟ ଅଧିକ ବଗେ ରେ ଦୌଡିବାକକ୍ସ୍ଟ ସାହାୟ୍ଯ କରନ୍ତି। ସେ ମାେତେ ସ୍ଥଳ ରେ ସକ୍ସ୍ଟଦୃଢ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋର ଉଚ୍ଚସ୍ଥଳୀରେ ବସାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ହରିଣୀଠାରୁ ଅଧିକ ବେଗରେ ଦୌଡ଼ିବାକୁ ସାହାଯ୍ୟ କରନ୍ତି। ସେ ମୋତେ ସ୍ଥଳରେ ସୁଦୃଢ଼ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋ’ର ଉଚ୍ଚସ୍ଥଳୀରେ ବସାନ୍ତି।