2 Samuel 22:35 — Compare Translations

5 translations compared side by side

Odia - 1840
"ସେ ମାେତେ ୟକ୍ସ୍ଟଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି। ସେଥିପାଇଁ ମାରେ ବାହକ୍ସ୍ଟଗକ୍ସ୍ଟଡିକ ଏକ ଶକ୍ତ ଧନକ୍ସ୍ଟକକ୍ସ୍ଟ ବଙ୍କଇବୋ ପାଇଁ ୟଥେଷ୍ଟ ବଳିଷ୍ଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋତେ ଯୁଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି। ସେଥିପାଇଁ ମୋର ବାହୁଗୁଡ଼ିକ ଏକ ଶକ୍ତ ଧନୁକୁ ବଙ୍କେଇବା ପାଇଁ ଯଥେଷ୍ଟ ବଳିଷ୍ଠ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।