2 Samuel 22:36 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ମାେତେ ତୁମ୍ଭେ ରକ୍ଷା କଲ ଏବଂ ଜିତିବା ରେ ସାହାୟ୍ଯ କଲ। ତୁମ୍ଭେ ମାେତେ ତୁମ୍ଭର ଦକ୍ଷିଣ ବାହକ୍ସ୍ଟଦ୍ବାରା ସାହାୟ୍ଯ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ମୋତେ ତୁମ୍ଭେ ରକ୍ଷା କଲ ଏବଂ ଜିତିବାରେ ସାହାଯ୍ୟ କଲ। ତୁମ୍ଭେ ମୋତେ ତୁମ୍ଭର ଦକ୍ଷିଣ ବାହୁଦ୍ୱାରା ସାହାଯ୍ୟ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।