2 Samuel 22:37 — Compare Translations
5 translations compared side by side
Odia - 1840
"ମାରେ ଗୋଡ ଓ ଗଣ୍ତିକକ୍ସ୍ଟ ଦୃଢ କର, ତେଣୁ ମୁ ଦୁର୍ବଳ ହବେି ନାହିଁ ଏବଂ ପଡିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋʼ ତଳେ ମୋର ପାଦ-ବିକ୍ଷେପର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଗୋଡ଼ ଓ ଗଣ୍ତିକୁ ଦୃଢ଼ କର, ତେଣୁ ମୁଁ ଦୁର୍ବଳ ହେବି ନାହିଁ ଏବଂ ପଡ଼ିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋ’ ତଳେ ମୋର ପାଦ-ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।