2 Samuel 22:38 — Compare Translations
5 translations compared side by side
Odia - 1840
"ମୁ ମାରେ ଶତୃମାନଙ୍କୁ ବିନାଶ କରିବା ପାଇଁ ସମାନଙ୍କେୁ ଗୋଡ଼ାଇବି, ସମାନଙ୍କେୁ ଧ୍ବଂସ ନ କରିବା ୟାଏ। ସମାନେେ ବିନାଶ ନ ହବୋ ପର୍ୟ୍ଯନ୍ତ ମୁ ଫରେିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ଶତ୍ରୁମାନଙ୍କୁ ବିନାଶ କରିବା ପାଇଁ ସେମାନଙ୍କୁ ଗୋଡ଼ାଇବି, ସେମାନଙ୍କୁ ଧ୍ୱଂସ ନ କରିବା ଯାଏ। ସେମାନେ ବିନାଶ ନ ହେବା ପର୍ଯ୍ୟନ୍ତ ମୁଁ ଫେରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।