2 Samuel 22:39 — Compare Translations

5 translations compared side by side

Odia - 1840
"ମୁ ମାରେ ଶତୃମାନଙ୍କୁ ବିନାଶ କରିଅଛି, ମୁ ସମାନଙ୍କେୁ ପରାସ୍ତ କରିଅଛି। ସମାନେେ ପକ୍ସ୍ଟନରାଯ ଉଠିପାରି ନାହାଁନ୍ତି। ହଁ, ସମାନେେ ମାରେ ପାଦତଳେ ପଡି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ଶତ୍ରୁମାନଙ୍କୁ ବିନାଶ କରିଅଛି, ମୁଁ ସେମାନଙ୍କୁ ପରାସ୍ତ କରିଅଛି। ସେମାନେ ପୁନରାୟ ଉଠିପାରି ନାହାନ୍ତି। ହଁ, ସେମାନେ ମୋର ପାଦତଳେ ପଡ଼ି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।