2 Samuel 22:4 — Compare Translations
5 translations compared side by side
Odia - 1840
"ସମାନେେ ମାେତେ ପରିହାସ କଲେ, କିନ୍ତୁ ଯେତବେେଳେ ମୁ ସଦାପ୍ରଭୁଙ୍କୁ ଡାକିଲି, ସେ ମାେତେ ମାରେ ଶତୃମାନଙ୍କଠାରକ୍ସ୍ଟ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କୁ ଆହ୍ଵାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋତେ ପରିହାସ କଲେ, କିନ୍ତୁ ଯେତେବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ସେ ମୋତେ ମୋର ଶତ୍ରୁମାନଙ୍କଠାରୁ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।