2 Samuel 22:40 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ମାେତେ ୟକ୍ସ୍ଟଦ୍ଧ କ୍ଷେତ୍ର ରେ ବଳଶାଳୀ କରିଛ। ତୁମ୍ଭେ ମାରେ ଶତୃମାନଙ୍କୁ ମାେ ନିକଟରେ ପକାଇ ଦଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ ମୋହର କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ମୋତେ ଯୁଦ୍ଧ କ୍ଷେତ୍ରରେ ବଳଶାଳୀ କରିଅଛ। ତୁମ୍ଭେ ମୋର ଶତ୍ରୁମାନଙ୍କୁ ମୋ’ ନିକଟରେ ପକାଇ ଦେଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।