2 Samuel 22:43 — Compare Translations
5 translations compared side by side
Odia - 1840
"ମୁ ପୃଥିବୀର ଧୂଳି ପରି ସମାନଙ୍କେୁ ଦଳିଲି, ମୁ ସଡକରେ କାଦକ୍ସ୍ଟଅ ପରି ସମାନଙ୍କେୁ ଦଳିଲି। ସମାନଙ୍କେୁ ଛତରାଇ ଦଲେି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଦଳିଲି, ମୁଁ ସଡ଼କରେ କାଦୁଅ ପରି ସେମାନଙ୍କୁ ଦଳିଲି। ସେମାନଙ୍କୁ ଛତରାଇ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।