2 Samuel 22:45 — Compare Translations

5 translations compared side by side

Odia - 1840
"ବିଦେଶୀମାନେ ମାେତେ ମାନିବେ। ସମାନେେ ଯେତବେେଳେ ମାରେ ଆଜ୍ଞା ଶକ୍ସ୍ଟଣିବେ, ସମାନେେ ମାରେ ଆଜ୍ଞାବହ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ; ସେମାନେ ମୋʼ ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ବିଦେଶୀମାନେ ମୋତେ ମାନିବେ। ସେମାନେ ଯେତେବେଳେ ମୋର ଆଜ୍ଞା ଶୁଣିବେ, ସେମାନେ ମୋର ଆଜ୍ଞାବହ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋʼ ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେଲେ।
Odia IRV 2017 (ଓଡିଆ ବାଇବେଲ)
ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋ’ ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେଲେ।