2 Samuel 22:46 — Compare Translations

5 translations compared side by side

Odia - 1840
"ସମାନେେ ଭୟ ରେ ଦୁର୍ବଳ ହାଇଯେିବେ। ସମାନେେ ଲକ୍ସ୍ଟଚିଥିବା ଗକ୍ସ୍ଟଲ୍ଗ ସ୍ଥାନମାନଙ୍କରକ୍ସ୍ଟ ଭୟ ରେ ଥରହର ହାଇେ ବାହାରି ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣା-ମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଭୟରେ ଦୁର୍ବଳ ହୋଇଯିବେ। ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।