2 Samuel 22:47 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଜୀବିତ, ମୁ ମାରେ ଶୈଳକକ୍ସ୍ଟ ପ୍ରଶଂସା କରେ। ପରମେଶ୍ବର ମହାନ। ସେ ହିଁ ସଇେ ଶୈଳ ୟିଏ ମାେତେ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ଵରୂପ ପରମେଶ୍ଵର ଉନ୍ନତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଜୀବିତ! ମୁଁ ମୋର ଶୈଳକୁ ପ୍ରଶଂସା କରେ! ପରମେଶ୍ୱର ମହାନ। ସେ ହିଁ ସେଇ ଶୈଳ ଯିଏ ମୋତେ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋ’ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।