2 Samuel 22:48 — Compare Translations
5 translations compared side by side
Odia - 1840
"ସହେି ପରମେଶ୍ବର ମାେ ତରଫରକ୍ସ୍ଟ ପରିଶାଧେ ନିଅନ୍ତି। ସେ ଦେଶଗୁଡିକୁ ମାରେ ଶାସନାଧିନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପରମେଶ୍ଵର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପରମେଶ୍ୱର ମୋ’ ତରଫରୁ ପରିଶୋଧ ନିଅନ୍ତି। ସେ ଦେଶଗୁଡ଼ିକୁ ମୋର ଶାସନାଧୀନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋ’ ତଳେ ନତ କରନ୍ତି।