2 Samuel 22:49 — Compare Translations
5 translations compared side by side
Odia - 1840
"ପରମେଶ୍ବର ମାେ ଶତୃଗଣଠାରକ୍ସ୍ଟ ମାେତେ ରକ୍ଷା କରନ୍ତି। ଯେଉଁଲୋକମାନେ ମାେ ବିରକ୍ସ୍ଟଦ୍ଧ ରେ ଉଠିଛନ୍ତି, ସମାନଙ୍କେୁ ପରାସ୍ତ କରିବା ରେ ତୁମ୍ଭେ ମାେତେ ସାହାୟ୍ଯ କଲ। ତୁମ୍ଭେ ମାେତେ ସହେି ନିର୍ଦ୍ଦଯ ଲୋକମାନଙ୍କଠାରକ୍ସ୍ଟ ରକ୍ଷା କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି। ଯେଉଁ ଲୋକମାନେ ମୋ’ ବିରୁଦ୍ଧରେ ଉଠିଛନ୍ତି, ସେମାନଙ୍କୁ ପରାସ୍ତ କରିବାରେ ତୁମ୍ଭେ ମୋତେ ସାହାଯ୍ୟ କଲ। ତୁମ୍ଭେ ମୋତେ ସେହି ନିର୍ଦ୍ଦୟଲୋକମାନଙ୍କଠାରୁ ରକ୍ଷା କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ମୋ’ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।