2 Samuel 22:50 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ସେଥିପାଇଁ ମୁ ମାରେ ଗୋଷ୍ଠୀଯମାନଙ୍କ ମଧ୍ଯରକ୍ସ୍ଟ ତୁମ୍ଭର ପ୍ରଶଂସା କରେ। ସହେି କାରଣରକ୍ସ୍ଟ ତକ୍ସ୍ଟମ୍ଭ ନାମ ରେ ଜଯଗାନ କରି ଗୀତ ଗାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସାଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ସେଥିପାଇଁ ମୁଁ ମୋର ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭର ପ୍ରଶଂସା କରେ। ସେହି କାରଣରୁ ତୁମ୍ଭ ନାମରେ ଜୟଗାନ କରି ଗୀତ ଗାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସାଗାନ କରିବି।