2 Samuel 22:51 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତାଙ୍କର ନିଜର ରାଜାଙ୍କକ୍ସ୍ଟ ୟକ୍ସ୍ଟଦ୍ଧ ରେ ଜଯଲାଭ କରିବାକୁ ସାହାୟ୍ଯ କରିଛନ୍ତି। ସେ ତାଙ୍କର ମନୋନୀତ ରାଜା ଦାଉଦଙ୍କ ପ୍ରତି ପ୍ ରମେ ଦଖାଇେଛନ୍ତି। ସେଥିପାଇଁ ସେ ଦାଉଦ ଓ ତାଙ୍କର ପରିବାରବର୍ଗମାନଙ୍କ ପ୍ରତି ଅନନ୍ତକାଳ ପାଇଁ ଦୟା ଦଖାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନ; କାଳ ଦୟା ବ୍ୟବହାର କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ନିଜର ରାଜାଙ୍କୁ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରିଛନ୍ତି। ସେ ତାଙ୍କର ମନୋନୀତ ରାଜା ଦାଉଦଙ୍କ ପ୍ରତି ପ୍ରେମ ଦେଖାଇଛନ୍ତି। ସେଥିପାଇଁ ସେ ଦାଉଦ ଓ ତାଙ୍କର ପରିବାରବର୍ଗମାନଙ୍କ ପ୍ରତି ଅନନ୍ତକାଳ ପାଇଁ ଦୟା ଦେଖାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତକାଳ ଦୟା ପ୍ରକାଶ କରନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତ କାଳ ଦୟା ପ୍ରକାଶ କରନ୍ତି।”