2 Samuel 22:6 — Compare Translations

5 translations compared side by side

Odia - 1840
"କବରର ରଶି ମାରେ ଗ୍ଭରିପଟେ ଥିଲା। ମୃତକ୍ସ୍ଟ୍ଯର ଫାନ୍ଦ ମାହେର ସମ୍ମକ୍ସ୍ଟଖ ରେ ପଡିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କବରର ରଶି ମୋର ଗ୍ଭରିପଟେ ଥିଲା। ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖରେ ପଡ଼ିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।
Odia IRV 2017 (ଓଡିଆ ବାଇବେଲ)
ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।