2 Samuel 22:7 — Compare Translations

5 translations compared side by side

Odia - 1840
"ମୁ ଫାନ୍ଦ ରେ ପଡି ସହାୟତା ପାଇଁ ମୁ ସଦାପ୍ରଭୁଙ୍କୁ ଡାକିବାକକ୍ସ୍ଟ ଲାଗିଲି। ହଁ ମୁ ମାରେ ପରମେଶଓରଙ୍କୁ ଡାକିଲି, ସେ ଆପଣା ମନ୍ଦିର ରେ ଥାଇ ମାରେ ଡାକ ଶୁଣିଲେ। ସେ ମାରେ ଆର୍ତ୍ତାନାଦ ଶୁଣିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ଵରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଫାନ୍ଦରେ ପଡ଼ି ସହାୟତା ପାଇଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି। ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି, ସେ ଆପଣା ମନ୍ଦିରରେ ଥାଇ ମୋର ଡାକ ଶୁଣିଲେ। ସେ ମୋର ଆର୍ତ୍ତାନାଦ ଶୁଣିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।