2 Samuel 23:1 — Compare Translations

5 translations compared side by side

Odia - 1840
"ଏଗକ୍ସ୍ଟଡିକ ଦାଉଦଙ୍କର ଶଷେ କଥା, ୟିଶୀର ପକ୍ସ୍ଟତ୍ର ଦାଉଦ କହନ୍ତି, ଏହି ବ୍ଯକ୍ତିକକ୍ସ୍ଟ ପରମେଶ୍ବର ମହାନ କରିଛନ୍ତି ଏବଂ ୟିଏକି ୟାକକ୍ସ୍ଟବଙ୍କର ପରମେଶ୍ବର ଅଭିଷିକ୍ତ ଏବଂ ୟିଏ ଇଶ୍ରାୟେଲର ସକ୍ସ୍ଟମଧକ୍ସ୍ଟର ଗାଯକ କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଶେଷ କଥା ଏହି । ଯିଶୀର ପୁତ୍ର ଦାଉଦ କହେ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ଵରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ସେ କହେ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଶେଷ ବାକ୍ୟ ଏଗୁଡ଼ିକ ଦାଉଦଙ୍କର ଶେଷ କଥା, “ଯିଶୀର ପୁତ୍ର ଦାଉଦ କହନ୍ତି ଏହି ବ୍ୟକ୍ତିକୁ ପରମେଶ୍ୱର ମହାନ କରିଛନ୍ତି ଏବଂ ଯିଏ କି ଯାକୁବଙ୍କର ପରମେଶ୍ୱର ଅଭିଷିକ୍ତ ଏବଂ ଯିଏ ଇସ୍ରାଏଲର ସୁମଧୁର ଗାୟକ କହନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;
Odia IRV 2017 (ଓଡିଆ ବାଇବେଲ)
ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;