2 Samuel 23:10 — Compare Translations

5 translations compared side by side

Odia - 1840
"ସେ ଉଠିଲେ ଏବଂ ତାଙ୍କର ହସ୍ତ କ୍ଲାନ୍ତ ହବୋ ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ। କିନ୍ତୁ ସେ ଖଣ୍ତାଟିକକ୍ସ୍ଟ ଶକ୍ତ ଭାବରେ ଧରି ୟକ୍ସ୍ଟଦ୍ଧ କରିବା ଗ୍ଭଲକ୍ସ୍ଟ ରଖିଲେ। ପକ୍ସ୍ଟଣି ସହେିଦିନ ସଦାପ୍ରଭୁ ଏକ ବିରାଟ ଜଯ କରାଇଲେ ଏବଂ ଲୋକମାନେ ତାଙ୍କୁ ଲକ୍ସ୍ଟସ୍ଖନ କରିବାକୁ ଅନକ୍ସ୍ଟସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉଠି ଆପଣା ହସ୍ତ କ୍ଳା; ଓ ଆପଣା ହସ୍ତ ଖଡ଼୍‍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ଲୋକମାନେ କେବଳ ଲୁଟିବାକୁ ତାହାର ପଶ୍ଚାତ୍ଗାମୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଉଠିଲେ ଏବଂ ତାଙ୍କର ହସ୍ତ କ୍ଳାନ୍ତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ। କିନ୍ତୁ ସେ ଖଣ୍ତାଟିକୁ ଶକ୍ତ ଭାବରେ ଧରି ଯୁଦ୍ଧ କରିବା ଗ୍ଭଲୁ ରଖିଲେ। ପୁଣି ସେହି ଦିନ ସଦାପ୍ରଭୁ ଏକ ବିରାଟ ଜୟ କରାଇଲେ ଏବଂ ଲୋକମାନେ ତାଙ୍କୁ ଲୁଣ୍ଠନ କରିବାକୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍‍ଗାମୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍‍ଗାମୀ ହେଲେ।