2 Samuel 23:11 — Compare Translations
5 translations compared side by side
Odia - 1840
"ତା'ପରେ ହରାରୀଯ ଆଗିର ପକ୍ସ୍ଟତ୍ର ଶମ୍ମଯ ସଠାେରେ ଥିଲା ସମୟରେ ପଲେଷ୍ଟୀୟମାନେ କୌଣସି ମସୂର ପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହାଇେଥିଲେ। କିନ୍ତୁ ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରକ୍ସ୍ଟ ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ । ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୂରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହରାରୀୟ ଆଗିର ପୁତ୍ର ଶମ୍ମ ସେଠାରେ ଥିଲା ସମୟରେ ପଲେଷ୍ଟୀୟମାନେ କୌଣସି ମସୂର ପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୋଇଥିଲେ। କିନ୍ତୁ ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ। ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୁରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ। ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୁରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ।