2 Samuel 23:12 — Compare Translations
5 translations compared side by side
Odia - 1840
"କିନ୍ତୁ ଶମ୍ମ କ୍ଷେତ୍ର ମଧିଅରେ ଠିଆ ହାଇେ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା। ତହିଁରେ ସଦାପ୍ରଭୁ ମହାଜଯ ସାଧନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶମ୍ମ କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା। ତହିଁରେ ସଦାପ୍ରଭୁ ମହାଜୟ ସାଧନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ।