2 Samuel 23:13 — Compare Translations

5 translations compared side by side

Odia - 1840
"ତା'ପରେ ରାଜାଙ୍କର ବିଶଷେ ଦଳର ତିନିଜଣ ଲୋକ ଶସ୍ଯ ଅମଳ ସମୟରେ ଗଲେ ଓ ଅଦକ୍ସ୍ଟଲ୍ଲମ ଦାଉଦଙ୍କ ନିକଟକକ୍ସ୍ଟ ଗଲେ। ସେତବେେଳେ ପଲେଷ୍ଟୀୟମାନଙ୍କ ସୈନ୍ଯ ରଫାଯୀମ ତଳ ଭୂମିରେ ଛାଉଣୀ ସ୍ଥାପନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜାଙ୍କର ବିଶେଷ ଦଳର ତିନି ଜଣ ଲୋକ ଶସ୍ୟଅମଳ ସମୟରେ ଗଲେ ଓ ଅଦୁଲ୍ଲମ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳ ଭୂମିରେ ଛାଉଣି ସ୍ଥାପନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।