2 Samuel 23:14 — Compare Translations
5 translations compared side by side
Odia - 1840
"ଅନ୍ୟ ସମୟରେ ଦାଉଦ ଦକ୍ସ୍ଟର୍ଗ ରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ ସୈନ୍ଯଦଳ ବୈଥ୍ଲହମେ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥ୍ଲିହିମ୍ରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ସମୟରେ ଦାଉଦ ଦୁର୍ଗରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ ସୈନ୍ୟଦଳ ବୈଥ୍ଲେହମରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।