2 Samuel 23:15 — Compare Translations
5 translations compared side by side
Odia - 1840
"ଦାଉଦ ତୃଷାର୍ତ୍ତ ହାଇେ କହିଲେ, ଆଃ କହେି ବୈଥ୍ଲହମେ ରେ ନଗରଦ୍ବାର ନିକଟସ୍ଥ କୂଅରକ୍ସ୍ଟ ଜଳ ଦିଅନ୍ତା କି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥ୍ଲିହିମ୍-ନଗରଦ୍ଵାର ନିକଟସ୍ଥ କୂପ-ଜଳ ପାନ କରିବାକୁ ମୋତେ ଦିଅନ୍ତା କି!
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ କେହି ବୈଥ୍ଲେହମରେ ନଗରଦ୍ୱାର ନିକଟସ୍ଥ କୂଅରୁ ଜଳ ଦିଅନ୍ତା କି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ-ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”