2 Samuel 23:16 — Compare Translations

5 translations compared side by side

Odia - 1840
"ତହିଁରେ ସହେି ତିନି ବୀର ରାସ୍ତା ରେ ପଲେଷ୍ଟୀୟମାନଙ୍କ ସୈନ୍ଯ ମଧ୍ଯ ଦଇେ ପଶିୟାଇ ବୈଥ୍ଲହମେ ନଗରଦ୍ବାର ନିକଟସ୍ଥ କୂଅରକ୍ସ୍ଟ ପାଣି ଆଣିଲେ। ମାତ୍ର ସେ ତହିଁରକ୍ସ୍ଟ ପିଇବାକକ୍ସ୍ଟ ସମ୍ମତ ନ ହାଇେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ତାହାକକ୍ସ୍ଟ ଢାଳି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟ ଦେଇ ପଶି ଯାଇ ବେଥ୍ଲିହିମ୍-ନଗରଦ୍ଵାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେହି ତିନି ବୀର ରାସ୍ତାରେ ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବୈ‌ଥ୍‌ଲେହମ ନଗରଦ୍ୱାର ନିକଟସ୍ଥ କୂଅରୁ ପାଣି ଆଣିଲେ। ମାତ୍ର ସେ ତହିଁରୁ ପିଇବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହାକୁ ଢାଳି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟ ଦେଇ ପଶି ଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳି ଦେଲେ।