2 Samuel 23:17 — Compare Translations
5 translations compared side by side
Odia - 1840
"ଦାଉଦ କହିଲେ, ହେ ସଦାପ୍ରଭୁ, ମୁ ନିଶ୍ଚଯ ଏହି ପାଣି ପିଇବି ନାହିଁ। ଏହା ସହେି ମଣିଷର ରକ୍ତ ପିଇବା ପରି ହବେ, ଯେଉଁମାନେ ମାେ ପାଇଁ ସମାନଙ୍କେ ପାଇଁ ଉତ୍ସର୍ଗ କରି ଦେଲେ। ଏଥିପାଇଁ ଦାଉଦ ପାଣି ପିଇବା ପାଇଁ ମନା କରିଥିଲେ। ଏହିପରି କର୍ମ ସହେି ତିନି ବୀର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ କହିଲେ, ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ । ଏହି ସକଳ କର୍ମ ସେହି ତିନି ବୀର କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “ହେ ସଦାପ୍ରଭୁ, ମୁଁ ନିଶ୍ଚୟ ଏହି ପାଣି ପିଇବି ନାହିଁ। ଏହା ସେହି ମଣିଷର ରକ୍ତ ପିଇବା ପରି ହେବ, ଯେଉଁମାନେ ମୋ’ ପାଇଁ ସେମାନଙ୍କ ପାଇଁ ଉତ୍ସର୍ଗ କରିଦେଲେ।” ଏଥିପାଇଁ ଦାଉଦ ପାଣି ପିଇବା ପାଇଁ ମନା କରିଥିଲେ। ଏହିପରି କର୍ମ ସେହି ତିନି ବୀର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ କହିଲେ, “ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼ ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ କହିଲେ, “ହେ ସଦାପ୍ରଭୁ, ମୁଁ ଯେ ଏ କର୍ମ କରିବି, ଏହା ମୋ’ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।