2 Samuel 23:18 — Compare Translations

5 translations compared side by side

Odia - 1840
"ସହେି ତିନି ଜଣଙ୍କ ମଧିଅରେ ସରକ୍ସ୍ଟଯାର ପକ୍ସ୍ଟତ୍ର ଯୋୟାବ, ଯୋୟାବର ଭ୍ରାତା ଅବୀଶଯ ମକ୍ସ୍ଟଖ୍ଯ ଥିଲେ। ସେ 300 ଲୋକ ବିରକ୍ସ୍ଟଦ୍ଧ ରେ ନିଜର ବର୍ଚ୍ଛା ଉଠାଇ ସମାନଙ୍କେୁ ହତ୍ଯା କରିଥିଲା। ଏଣୁ ସେ ଏହି ତିନିଙ୍କ ମଧିଅରେ ବିଖ୍ଯାତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା । ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ସାହସିକ ସୈନ୍ୟ ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବ, ଯୋୟାବର ଭ୍ରାତା ଅବୀଶୟ ମୁଖ୍ୟ ଥିଲେ। ସେ 300 ଲୋକ ବିରୁଦ୍ଧରେ ନିଜର ବର୍ଚ୍ଛା ଉଠାଇ ସେମାନଙ୍କୁ ହତ୍ୟା କରିଥିଲା। ଏଣୁ ସେ ଏହି ତିନିଙ୍କ ମଧ୍ୟରେ ବିଖ୍ୟାତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।