2 Samuel 23:19 — Compare Translations
5 translations compared side by side
Odia - 1840
"ସେ ଏହି ତିନିଙ୍କ ମଧିଅରେ ପ୍ରସିଦ୍ଧ ଥିଲା। ଏହି ହତେକ୍ସ୍ଟ ସେ ସମାନଙ୍କେର ସନୋପତି ହେଲା। ତଥାପି ସେ ପ୍ରଥମ ତିନିଜଣଙ୍କ ତକ୍ସ୍ଟଲ୍ଯ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟ; ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଏହି ତିନିଙ୍କ ମଧ୍ୟରେ ପ୍ରସିଦ୍ଧ ଥିଲା। ଏହି ହେତୁ ସେ ସେମାନଙ୍କର ସେନାପତି ହେଲା। ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ତିନିଙ୍କ ମଧ୍ୟରେ ସେ କ’ଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।