2 Samuel 23:2 — Compare Translations
5 translations compared side by side
Odia - 1840
"ମାେ ଦ୍ବାରା ସଦାପ୍ରଭୁଙ୍କ ଆତ୍ମା କହିଲେ, ଓ ତାଙ୍କର ବାକ୍ଯ ମାେ ଜିହ୍ବା ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଦ୍ଵାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ଵାରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ, ଓ ତାଙ୍କର ବାକ୍ୟ ମୋ’ ଜିହ୍ୱାରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ୱାରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
“ମୋ’ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋ’ ଜିହ୍ୱାରେ ଥିଲା।