2 Samuel 23:20 — Compare Translations

5 translations compared side by side

Odia - 1840
"ତା'ପରେ ସଠାେରେ ଜଣେ ଯିହାୟୋଦାରଦର ପକ୍ସ୍ଟତ୍ର ବନାଯ ଥିଲେ। ସେ ଥିଲେ ଜଣେ ପରାକ୍ରମଶାଳୀ ବିକ୍ରମି ପୁରୁଷର ପକ୍ସ୍ଟତ୍ର। ସେ କବ୍ ସେଲୀଯର ଅଧିବାସୀ ଥିଲେ। ବନାଯ ବହକ୍ସ୍ଟତ ସାହସୀକ କାର୍ୟ୍ଯ କରିଥିଲେ। ସେ ମାୟୋବୀଯ ଅରୀଯଲର ଦକ୍ସ୍ଟଇ ପକ୍ସ୍ଟତ୍ରଙ୍କକ୍ସ୍ଟ ବଧ କଲା। ଦିନେ ଏକ ସମୟରେ ଯେତବେେଳେ ବରଫ ପଡକ୍ସ୍ଟଥିଲା, ବନାଯ ଏକ ଗକ୍ସ୍ଟମ୍ଫା ରେ ଏକ ସିଂହକକ୍ସ୍ଟ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେଠାରେ ଜଣେ ଯିହୋୟାଦାର ପୁତ୍ର ବନାୟ ଥିଲା। ସେ ଥିଲେ ଜଣେ ପରାକ୍ରମଶାଳୀ ବିକ୍ରମି ପୁରୁଷର ପୁତ୍ର। ସେ କ‌ବ୍‌ସେଲୀୟର ଅଧିବାସୀ ଥିଲା। ବନାୟ ବହୁତ ସାହସିକ କାର୍ଯ୍ୟ କରିଥିଲା। ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା। ଦିନେ ଏକ ସମୟରେ ଯେତେବେଳେ ବରଫ ପଡ଼ୁଥିଲା, ବନାୟ ଏକ ଗୁମ୍ଫାରେ ଏକ ସିଂହକୁ ହତ୍ୟା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।