2 Samuel 23:21 — Compare Translations
5 translations compared side by side
Odia - 1840
"ବନାଯ ଏକ ମିଶ୍ରୀଯ ମହାପୁରୁଷଙ୍କକ୍ସ୍ଟ ହତ୍ଯା କଲା। ସହେି ମିଶ୍ରୀଯ ଜଣଙ୍କ ହାତ ରେ ଏକ ବର୍ଚ୍ଛା ଥିଲା କିନ୍ତୁ ବନାଯର ହାତ ରେ ଏକ ୟଷ୍ଟି ଥିଲା, ବନାଯ ତା'ର ହାତରକ୍ସ୍ଟ ବର୍ଚ୍ଛା ଛଡାଇ ଆଣିଲା ଓ ତା'ର ବର୍ଚ୍ଛା ରେ ତାକକ୍ସ୍ଟ ବଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ଏକ ଜଣ ମିସ୍ରୀୟ ରୂପବାନ ପୁରୁଷକୁ ବଧ କଲା ଓ ସେହି ମିସ୍ରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା କତିକି ଗଲା ଓ ସେହି ମିସ୍ରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ବନାୟ ଏକ ମିସ୍ରୀୟ ମହାପୁରୁଷଙ୍କୁ ହତ୍ୟା କଲା। ସେହି ମିସ୍ରୀୟ ହାତରେ ଏକ ବର୍ଚ୍ଛା ଥିଲା କିନ୍ତୁ ବନାୟର ହାତରେ ଏକ ଯଷ୍ଟି ଥିଲା, ବନାୟ ତା’ର ହାତରୁ ବର୍ଚ୍ଛା ଛଡ଼ାଇ ଆଣିଲା ଓ ତା’ର ବର୍ଚ୍ଛାରେ ତାକୁ ବଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ଏକ ଜଣ ମିସରୀୟ ବଳବାନ ପୁରୁଷକୁ ବଧ କଲା ଓ ସେହି ମିସରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା ନିକଟକୁ ଗଲା ଓ ସେହି ମିସରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ଏକ ଜଣ ମିସ୍ରୀୟ ବଳବାନ ପୁରୁଷକୁ ବଧ କଲା ଓ ସେହି ମିସ୍ରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା ନିକଟକୁ ଗଲା ଓ ସେହି ମିସ୍ରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।