2 Samuel 23:23 — Compare Translations
5 translations compared side by side
Odia - 1840
"ବନାଯ ତିରିଶ ଜଣ ବୀର ଅପେକ୍ଷା ଅଧିକ ବିଖ୍ଯାତ ଥିଲା। ତଥାପି ସେ ପ୍ରଥମ ତିନିଜଣ ବୀରଙ୍କ ତକ୍ସ୍ଟଲ୍ଯ ନଥିଲା। ଆଉ ଦାଉଦ ତାକକ୍ସ୍ଟ ନିଜର ପ୍ରହରୀ ଦଳ ଉପରେ ନିୟକ୍ସ୍ଟକ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ ଦଳ ଉପରେ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବନାୟ ତିରିଶ୍ ଜଣ ବୀର ଅପେକ୍ଷା ଅଧିକ ବିଖ୍ୟାତ ଥିଲା। ତଥାପି ସେ ପ୍ରଥମ ତିନି ଜଣ ବୀରଙ୍କ ତୁଲ୍ୟ ନ ଥିଲା। ଆଉ ଦାଉଦ ତାକୁ ନିଜର ପ୍ରହରୀ ଦଳ ଉପରେ ନିଯୁକ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ ଦଳ ଉପରେ ନିଯୁକ୍ତ କଲେ।