2 Samuel 23:3 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ପରମେଶ୍ବର କହିଲେ, ଇଶ୍ରାୟେଲର ଶୈଳ ମାେତେ କହିଲେ, ଯେଉଁ ବ୍ଯକ୍ତି ନ୍ଯାଯ ଭାବରେ ଲୋକମାନଙ୍କୁ ଶାସନ କରେ, ୟିଏ ସଦାପ୍ରଭୁଙ୍କ ଭୟ ରେ ଓ ଭକ୍ତି ରେ ଶାସନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ପରମେଶ୍ଵର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଏକ ବ୍ୟକ୍ତି ଧର୍ମରେ ଲୋକ-ମାନଙ୍କ ଉପରେ ରାଜତ୍ଵ କରିବେ, ସେ ପରମେଶ୍ଵରଙ୍କ ଭୟରେ ରାଜତ୍ଵ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ, ‘ଯେଉଁ ବ୍ୟକ୍ତି ନ୍ୟାୟ ଭାବରେ ଲୋକମାନଙ୍କୁ ଶାସନ କରେ, ଯିଏ ସଦାପ୍ରଭୁଙ୍କ ଭୟରେ ଓ ଭକ୍ତିରେ ଶାସନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ‘ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।