2 Samuel 23:4 — Compare Translations

5 translations compared side by side

Odia - 1840
"ଏହି ଲୋକ ଉଦିତ ସୂର୍ୟ୍ଯ ରେ ଦିଲ୍ଗି ତକ୍ସ୍ଟଲ୍ଯ ଉଜ୍ଜଲମାନ ହବେ। ସେ ଲୋକ ବାଦଲ ବିହୀନ ପ୍ରଭାତ ତକ୍ସ୍ଟଲ୍ଯ, ତକ୍ସ୍ଟଷ୍ଟି ହାଇୟୋଇଥିବା ଆକାଶ ତକ୍ସ୍ଟଲ୍ଯ, ଯେଉଁ ବୃଷ୍ଟି ସକ୍ସ୍ଟକ୍ଷ୍ମ ଘାସକକ୍ସ୍ଟ ବଢାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବେ; ସେସମୟରେ ବୃଷ୍ଟି ଉତ୍ତାରୁ ନିର୍ମଳ କିରଣ ଦ୍ଵାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକ ଉଦିତ ସୂର୍ଯ୍ୟରେ ଦୀପ୍ତି ତୁଲ୍ୟ ଉଜ୍ଜ୍ୱଳମାନ ହେବ। ସେ ଲୋକ ବାଦଲ ବିହୀନ ପ୍ରଭାତ ତୁଲ୍ୟ, ବୃଷ୍ଟି ହୋଇଯାଇଥିବା ଆକାଶ ତୁଲ୍ୟ, ଯେଉଁ ବୃଷ୍ଟି ସୂକ୍ଷ୍ମ ଘସାକୁ ବଢ଼ାଏ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରେ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରୁ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।

Recommended Reading