2 Samuel 23:5 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାରେ ପରିବାରକକ୍ସ୍ଟ ଶକ୍ତିଶାଳୀ ଓ ସକ୍ସ୍ଟରକ୍ଷିତ କରି ଅଛନ୍ତି ଏବଂ ଚିରଦିନ ପାଇଁ ମାେ ସହିତ ଏକ ନିଯମ କରଛନ୍ତି। ଏହି ନିଯମଟି ସଦାପ୍ରଭୁଙ୍କ ଦ୍ବାରା ସକ୍ସ୍ଟରକ୍ଷିତ। ସେ ମାେତେ ପ୍ରେତ୍ୟକକ ଥର ବିଜଯ ଦବେେ ଓ ମୁ ଯାହା ଆଶା କରୁଛି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ, ମୋହର ବଂଶ ପରମେଶ୍ଵରଙ୍କ ନିକଟରେ ସେପରି ନୁହେଁ; ତଥାପି ସେ ମୋʼ ସହିତ ସର୍ବବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରିଅଛନ୍ତି, ଏଣୁ ସେ ତାହା ବୃଦ୍ଧି ନ କଲେ ହେଁ ଏହା ହିଁ ଆମ୍ଭର ପରମ ପରିତ୍ରାଣ ଓ ପରମ ବାଞ୍ଛା ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ମୋର ପରିବାରକୁ ଶକ୍ତିଶାଳୀ ଓ ସୁରକ୍ଷିତ କରିଛନ୍ତି ଏବଂ ଚିରଦିନ ପାଇଁ ମୋ’ ସହିତ ଏକ ନିୟମ କରିଛନ୍ତି। ଏହି ନିୟମଟି ସଦାପ୍ରଭୁଙ୍କ ଦ୍ୱାରା ସୁରକ୍ଷିତ। ସେ ମୋତେ ପ୍ରତ୍ୟେକ ଥର ବିଜୟ ଦେବେ ଓ ମୁଁ ଯାହା ଆଶା କରୁଅଛି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋ’ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ?