2 Samuel 23:6 — Compare Translations

5 translations compared side by side

Odia - 1840
"କିନ୍ତୁ ସମସ୍ତ ମନ୍ଦ ଲୋକମାନେ କଣ୍ଟା ତକ୍ସ୍ଟଲ୍ଯ। ସାଧାରଣତଃ ଲୋକମାନେ ସମାନଙ୍କେର ହାତ ରେ କଣ୍ଟା ଧରନ୍ତି ନାହିଁ, ମାତ୍ର ସମାନଙ୍କେୁ ଦୂରକକ୍ସ୍ଟ ଫିଙ୍ଗି ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ଵରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ସମସ୍ତ ମନ୍ଦ ଲୋକମାନେ କଣ୍ଟା ତୁଲ୍ୟ। ସାଧାରଣତଃ ଲୋକମାନେ ସେମାନଙ୍କର ହାତରେ କଣ୍ଟା ଧରନ୍ତି ନାହିଁ, ମାତ୍ର ସେମାନଙ୍କୁ ଦୂରକୁ ଫିଙ୍ଗିଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପାପାଧମ ସମସ୍ତେ ଉତ୍‍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;