2 Samuel 23:7 — Compare Translations

5 translations compared side by side

Odia - 1840
"ମାତ୍ର ଯେଉଁ ଲୋକ ତାକକ୍ସ୍ଟ ସ୍ପର୍ଶ କରିବ, ଲୌହ ଓ କାଠର ବର୍ଚ୍ଛାଦଣ୍ତ ରେ ସମାନେେ ଆଘାତ ପ୍ରାଲ୍ଗ ହବେ। ହଁ ସଗେକ୍ସ୍ଟଡିକ କଣ୍ଟା ତକ୍ସ୍ଟଲ୍ଯ। ସଗେକ୍ସ୍ଟଡିକ ନିଆଁ ରେ ପୋଡ଼ାଯିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ତରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ନିଃଶେଷ ରୂପେ ଅଗ୍ନିରେ ଦଗ୍ଧ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେଉଁ ଲୋକ ତାକୁ ସ୍ପର୍ଶ କରିବ, ଲୌହ ଓ କାଠର ବର୍ଚ୍ଛାଦଣ୍ଡରେ ସେମାନେ ଆଘାତ ପ୍ରାପ୍ତ ହେବ। ହଁ ସେଗୁଡ଼ିକ କଣ୍ଟା ତୁଲ୍ୟ। ସେଗୁଡ଼ିକ ନିଆଁରେ ପୋଡ଼ାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”