2 Samuel 23:8 — Compare Translations
5 translations compared side by side
Odia - 1840
"ଦାଉଦ କହିଲେ ଏଗକ୍ସ୍ଟଡିକ ସହେି ସାହସୀ ବ୍ଯକ୍ତିମାନଙ୍କର ତାଲିକା, ଯେଉଁମାନେ ଦାଉଦଙ୍କର ଥିଲେ। ତଖମାନେୀୟ ଯୋେଶବ୍ ବେଶବତ୍ ବିେଶଷତଃ ଦଳର ମକ୍ସ୍ଟଖ୍ଯ ଥିଲେ। ସେ ଏକ କାଳିନ 800 ଲୋକକୁ ବର୍ଚ୍ଛା ରେ ବଧ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍-ବଶେବତ୍, ଅର୍ଥାତ୍, ଏଜନୀୟ ଅଦିନୋ ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ହତ ଆଠ ଶହ ଲୋକର ପ୍ରତିକୂଳ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତିନି ମହାଯୋଦ୍ଧା ଦାଉଦ କହିଲେ ଏଗୁଡ଼ିକ ସେହି ସାହସୀ ବ୍ୟକ୍ତିମାନଙ୍କର ତାଲିକା, ଯେଉଁମାନେ ଦାଉଦଙ୍କର ଥିଲେ। ତଖୋମନୀୟ ଯାବେଶ୍ ବଶେବତ୍ ବିଶେଷତଃ ଦଳର ମୁଖ୍ୟ ଥିଲେ। ସେ ଏକ କାଳୀନ 800 ଲୋକକୁ ବର୍ଚ୍ଛାରେ ବଧ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍-ବଶେବତ୍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।
Odia IRV 2017 (ଓଡିଆ ବାଇବେଲ)
ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍-ବଶେବତ୍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।