2 Samuel 23:9 — Compare Translations

5 translations compared side by side

Odia - 1840
"ତା'ପରେ ଅହାହେୀୟ ବଂଶଜ ଦୋଦୟର ପକ୍ସ୍ଟତ୍ର ଇଲିୟାସର, ଦାଉଦଙ୍କ ସଙ୍ଗେ ଥିବା ତିନିଜଣ ଶକ୍ତିଶାଳୀ ବୀରଙ୍କ ମଧିଅରେ ଜଣେ ଥିଲା, ଯେତବେେଳେ ସମାନେେ ପଲେଷ୍ଟୀୟମାନଙ୍କୁ ମକ୍ସ୍ଟକାବକ୍ସ୍ଟଲା କଲେ, ସମାନେେ ଦାଉଦଙ୍କ ସହିତ ଥିଲେ। ସମାନେେ ୟକ୍ସ୍ଟଦ୍ଧ ପାଇଁ ଏକତ୍ରୀତ ହେଲ କିନ୍ତୁ ଇଶ୍ରାୟେଲ ଲୋକମାନେ ଦୌଡି ପଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ-ଲୋକମାନେ ପଳାନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲିୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ଜଣ ଶକ୍ତିଶାଳୀ ବୀରଙ୍କ ମଧ୍ୟରେ ଜଣେ ଥିଲା, ଯେତେବେଳେ ସେମାନେ ପଲେଷ୍ଟୀୟମାନଙ୍କୁ ମୁକାବୁଲା କଲେ, ସେମାନେ ଦାଉଦଙ୍କ ସହିତ ଥିଲେ। ସେମାନେ ଯୁଦ୍ଧ ପାଇଁ ଏକତ୍ରିତ ହେଲେ କିନ୍ତୁ ଇସ୍ରାଏଲ ଲୋକମାନେ ଦୌଡ଼ି ପଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,
Odia IRV 2017 (ଓଡିଆ ବାଇବେଲ)
ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍‍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,